ଭୁବନେଶ୍ବର: ରାଜ୍ୟରେ ଆଗୁଆ ନିର୍ବାଚନ ହେବ ବୋଲି କଳ୍ପନାଜଳ୍ପନା ଲାଗି ରହିଥିଲା। ରାଜ୍ୟରେ ଆଗୁଆ ନିର୍ବାଚନ କଳ୍ପନାଜଳ୍ପନାକୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଲୋକ ସମ୍ପର୍କ ଅଧିକାରୀ ଖଣ୍ଡନ କରିଛନ୍ତି। ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ଲୋକ ସମ୍ପର୍କ ଅଧିକାରୀ କହିଛନ୍ତି ଯେ ବିଭିନ୍ନ ସ୍ଥାନକୁ ଇଭିଏମ ମେସିନ ଆସିବା ସାଧାରଣ ପ୍ରକ୍ରିୟା। ବିଭିନ୍ନ ଗଣମାଧ୍ୟମରେ ଆଗୁଆ ନିର୍ବାଚନ ନେଇ ଖବର ପ୍ରସାରିତ ହେଉଛି। ଏଭଳି ଖବର ପ୍ରସାରଣରୁ ନିବୃତ ରହିବାକୁ ସେ ପରାମର୍ଶ ଦେଇଛନ୍ତି।
Popular Categories



