www.samajalive.in
Saturday, December 13, 2025
15.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଖଲ୍ଲିକୋଟ କୁମାରସିଂ ଛକରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ.. ସାଙ୍ଗ ସହ ବାଇକରେ ଫେରୁଥିବାବେଳେ ମରଣାନ୍ତକ ଆକ୍ରମଣ.. ପୂର୍ବ ଶତ୍ରୁତାର ଛୁରୀ ଭୁସିବା ସହ ଖଣ୍ଡାରେ ହାଣିଲେ ୫ ଦୁର୍ବୃତ୍ତ.. ଗୁରୁତର ଅବସ୍ଥାରେ ଯୁବକ ବ୍ରହ୍ମପୁର ସ୍ଥାନାନ୍ତର ସୂଚନା..

ଭୁଷୁଡୁଛି କଂଗ୍ରେସ ଦୁର୍ଗ.. ବିଜେପିରେ ମିଶିଲେ ଆନ୍ଧ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ କିରନ ରେଡ୍ଡୀ..

- Advertisement -

ରାଜ୍ୟରେ ଆଗୁଆ ନିର୍ବାଚନ କଳ୍ପନାଜଳ୍ପନାକୁ ଖଣ୍ଡନ.. ଖଣ୍ଡନ କଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଲୋକ ସମ୍ପର୍କ ଅଧିକାରୀ..

୪ ହତ୍ୟାକାରୀଙ୍କୁ ଆଜୀବନ ଦଣ୍ଡାଦେଶ ଦେଲେ ଏଡିଜେ-୩.. କଟକ ସଦରଥାନା ବ୍ରାହ୍ମଣଝରିଲୋରେ ବିନୋଦ ଦାସ ହତ୍ୟା ମାମଲାର ରାୟ.. ୨୦୧୫ ଡିସେମ୍ବର ୬ରେ ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ ହୋଇଥିଲା..

ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ସମୀକ୍ଷା ବୈଠକରେ ଆଲର୍ଟ ରହିବାକୁ ରାଜ୍ୟଗୁଡ଼ିକୁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦେଶ.. ଆଲର୍ଟ ସହ କୋଭିଡ ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ପରାମର୍ଶ.. ୧୦ ଓ ୧୧ରେ ମକ ଡ୍ରିଲ କରିବାକୁ ରାଜ୍ୟଗୁଡ଼ିକୁ ନିର୍ଦେଶ.. ହସ୍ପିଟାଲ ଭିତ୍ତିଭୂମି ତଦାରଖ ପାଇଁ ମକ ଡ୍ରିଲ କରିବାକୁ କହିଲେ.. ୮ ଓ ୯ରେ ଜିଲାସ୍ତରରେ ଅଧିକାରୀଙ୍କ ସହ ସମୀକ୍ଷା କରିବାକୁ ନିର୍ଦେଶ..

ପୁଡୁଚେରୀରେ ସର୍ବସାଧାରଣ ସ୍ଥାନରେ ମାସ୍କ ବାଧ୍ୟତାମୂଳକ, କରୋନା ସଂକ୍ରମଣ ବୃଦ୍ଧି ପରେ ପୁଡୁଚେରୀ ସରକାରଙ୍କ ନିଷ୍ପତ୍ତି.. ବିଦ୍ୟାଳୟରେ ଶିକ୍ଷକ ଓ ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟ ମାସ୍କ ବାଧ୍ୟତାମୂଳକ..

ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେଡି ନେତାଙ୍କୁ ଦାୟିତ୍ବ ବଣ୍ଟନ, ୪ ବ୍ଲକ୍‌ ଓ ଗୋଟିଏ ମ୍ୟୁନିସିପାଲିଟି ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ.. ୧୨ ବରିଷ୍ଠ ନେତା ଓ ମନ୍ତ୍ରୀଙ୍କୁ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି..

ଚଳିତ ମାସରୁ ରାଜ୍ୟରେ ସମସ୍ତ ଦୋକାନ, ବ୍ୟବସାୟିକ ପ୍ରତିଷ୍ଠାନ ଓ ଅନ୍ୟାନ୍ୟ ସଂସ୍ଥାରେ ଓଡ଼ିଆରେ ନାମଫଳକ ବାଧ୍ୟତାମୂଳକ.. ନିୟମର ଖିଲାପକାରୀଙ୍କ ପ୍ରତି ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ ସହ ବ୍ୟବସାୟିକ ପ୍ରତିଷ୍ଠାନର ଲାଇସେନ୍ସ ରଦ୍ଦ କରାଯିବ.. ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି..

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories