www.samajalive.in
Monday, December 15, 2025
27.1 C
Bhubaneswar

ଠେଙ୍ଗାରେ ପିଟି ମାରିଦେଲା ଭାଇ

ଖୋର୍ଦ୍ଧା: ଜମିବାଡ଼ି ବିବାଦରୁ ଦାଦାପୁଅ ଭାଇକୁ ଠେଙ୍ଗାରେ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ନିରାକାରପୁର ନୂଆଗଡ଼ ପଞ୍ଚାୟତ ହରିପୁର ଗାଁରେ ହତ୍ୟାକାଣ୍ଡ ଘଟିଛି। ହତ୍ୟାକାଣ୍ଡ ଘଟଣା ପରେ ହତ୍ୟା ଅଭିଯୁକ୍ତ ବଡ଼ବାପା ପୁଅ ଫେରାର ହୋଇଯାଇଥିବା ସୂଚନା ମିଳିଛି।

Hot this week

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

Related Articles

Popular Categories