www.samajalive.in
Monday, December 8, 2025
24.1 C
Bhubaneswar

ଅର୍ଚ୍ଚନା ନାଗଙ୍କୁ ହାଇକୋର୍ଟରୁ ଜାମିନ୍‌

ଭୁବନେଶ୍ବର: ରାଜ୍ୟର ବହୁ ଚର୍ଚ୍ଚିତ ବ୍ଲାକମେଲିଂ ମାମଲାରେ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କୁ ଜାମିନ ମିଳିଛି। ମଙ୍ଗଳବାର ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ। ନୟାପଲ୍ଲୀ ଥାନା ମାମଲାରେ ଅର୍ଚ୍ଚନାଙ୍କୁ ସର୍ତ୍ତମୂଳକ ଜାମିନ ମଞ୍ଜୁର କରିଛନ୍ତି ହାଇକୋର୍ଟ। ତଦନ୍ତରେ ସହଯୋଗ ସହ ବାହାରକୁ ନ ଯିବାକୁ କୋର୍ଟ ନିର୍ଦେଶ ଦେଇଛନ୍ତି।

Hot this week

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

Related Articles

Popular Categories