www.samajalive.in
Sunday, December 7, 2025
13.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଆଜି ପାଳନ ହେଉଛି ପବିତ୍ର ମହାବିଷୁବ ପଣା ସଂକ୍ରାନ୍ତି, ଓଡିଆ ନବବର୍ଷ ଓ ହନୁମାନ ଜୟନ୍ତୀ.. ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି..

ସମ୍ବଲପୁରରେ ସୁରକ୍ଷା ବ୍ୟବସ୍ଥା କଡାକଡି, ସହରରେ ୪୨ ପ୍ଲାଟୁନ ପୁଲିସ ମୁତୟନ..

- Advertisement -

ସନ୍ଧ୍ୟାରେ ଶୋଭାଯାତ୍ରା ଦୃଷ୍ଟିରୁ ବିଭିନ୍ନ ସ୍ଥାନରେ ପୁଲିସର ଫ୍ଲାଗମାର୍ଚ୍ଚ..

ସମ୍ବଲପୁରରେ ହନୁମାନ ଜୟନ୍ତୀରେ ପଥରମାଡ଼ ପ୍ରତିବାଦରେ ଆଜି ବିଜେପି ପକ୍ଷରୁ ୬ ଘଣ୍ଟିଆ କୁଚିଣ୍ଡା ବନ୍ଦ ଡାକରା..

ସମ୍ବଲପୁର ସହରରେ ଗତକାଲି ବିଳମ୍ବିତ ରାତିରେ କେତେକ ଦୋକାନରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ..

କଟକ ଏସସିବିରେ ୮୦ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ, କୋଭିଡ୍ ଜନିତ ମୃତ୍ୟୁ ନୁହେଁ ସ୍ପଷ୍ଟ କଲେ ଏସସିବି କର୍ତୃପକ୍ଷ..

ସମ୍ବଲପୁରରେ ୧୪୪ ଧାରା ସତ୍ୱେ ସନ୍ଧ୍ୟା ୫ ଟାରୁ ଶୋଭାଯାତ୍ରା..

ଆସନ୍ତା ୧୬ ତାରିଖ ଯାଏ ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ପ୍ରବାହ, ଆଜି ୮ଟି ଜିଲ୍ଲାକୁ ସତର୍କତା ଜାରି..

ଓଡ଼ିଆ ନୂଆ ବର୍ଷ ଓ ପଣା ସଂକ୍ରାନ୍ତି ଉପଲକ୍ଷେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା..

ଟ୍ୱିଟ କରି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ..

ଓଡ଼ିଆ ନୂଆ ବର୍ଷ ଅବସରରେ ରାଜ୍ୟବାସୀଙ୍କ ସୁଖ ସମୃଦ୍ଧି କାମନା କଲେ ରାଷ୍ଟ୍ରପତି..

ଉତ୍ତମ ସ୍ୱାସ୍ଥ୍ୟ ଓ ସମୃଦ୍ଧି କାମନା କଲେ ପ୍ରଧାନମନ୍ତ୍ରୀ..

ପବିତ୍ର ପଣା ସଂକ୍ରାନ୍ତି ତଥା ଓଡ଼ିଆ ନୂଆବର୍ଷ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି..

ଏକ ଟ୍ୱିଟ ବାର୍ତ୍ତାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶିର୍ବାଦରୁ ସମସ୍ତଙ୍କ ଜୀବନ ସୁଃଖ, ସମୃଦ୍ଧି ତଥା ଆନନ୍ଦରେ ପରିପୂର୍ଣ୍ଣ ହେଉ ବୋଲି ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି..

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୫୮ ନୂଆ କରୋନା ପଜିଟିଭ ଚିହ୍ନଟ, ସକ୍ରିୟ ଆକ୍ରାନ୍ତ ସଂଖ୍ୟା ୧୧୮୬କୁ ବୃଦ୍ଧି..

ଦିନକରେ ରାଜ୍ୟରେ ସୁସ୍ଥ ହେଲେ ୧୭୩ କରୋନା ଆକ୍ରାନ୍ତ, ଜଣେ କୋଭିଡ୍‌ ଆକ୍ରାନ୍ତଙ୍କ ମୃତ୍ୟୁ ସୂଚନା..

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories