www.samajalive.in
Tuesday, December 9, 2025
15.1 C
Bhubaneswar

ଅରବିନ୍ଦ କେଜ୍ରିୱାଲଙ୍କୁ ସିବିଆଇ ସମନ

ନୂଆଦିଲ୍ଲୀ: ଆପ୍‌ ସୁପ୍ରିମୋ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ସିବିଆଇ ସମନ କରିଛି। ଏପ୍ରିଲ ୧୬ ତାରିଖ ପୂର୍ବାହ୍ନ ୧୧ଟାରେ ହାଜର ହେବାକୁ ସମନ କରିଛି ସିବିଆଇ। ଅବକାରୀ ଦୁର୍ନୀତି ମାମଲାରେ କେଜ୍ରିୱାଲଙ୍କୁ ପଚରାଉଚରା ପାଇଁ ଡକାଇଛି ସିବିଆଇ। ବର୍ତ୍ତମାନ ଏହା ମଧ୍ୟ ଖବର ଆସୁଛି ଯେ, କେଜ୍ରିୱାଲ ସିବିଆଇ ମୁଖ୍ୟାଳୟକୁ ଯିବେ ଓ ତଦନ୍ତରେ ସାମିଲ ହେବେ।

ସୂଚନାଯୋଗ୍ୟ, ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ଫେବୃଆରୀ ୨୬ରେ ସିବିଆଇ ଗିରଫ କରିଥିଲା। ଏବେ ଜେଲ୍‌ରେ ଅଛନ୍ତି ସିସୋଦିଆ।

- Advertisement -

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories