ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ; ଭୁବନେଶ୍ୱର ,ଝାରସୁଗୁଡା ସର୍ବାଧିକ ଉତ୍ତପ୍ତ ସହର..
୪୧ ଡିଗ୍ରୀ ସହ ଭୁବନେଶ୍ୱର ଓ ଝାରସୁୁଗୁଡା ସର୍ବାଧିକ ଉତ୍ତର ସହର..
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି..
ହିନ୍ଦୀ ଏବଂ ଇଂରାଜୀ ବ୍ୟତୀତ ୧୩ ଟି ଆଞ୍ଚଳିକ ଭାଷାରେ ହେବ କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବାହିନୀ (ସିଏପିଏଫ) ପାଇଁ କନଷ୍ଟେବଳ (ଜେନେରାଲ ଡ୍ୟୁଟି) ପରୀକ୍ଷା..
ସମ୍ବଲପୁରରେ ଆଉ ୨ ଦିନ ଇଣ୍ଟରନେଟ ସେବା ବନ୍ଦ, ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି..
ରାଜ୍ୟ ଆଇନଜୀବୀ ପରିଷଦ ନିର୍ବାଚନ ପାଇଁ ଚାଲିଛି ମତଦାନ, ସମ୍ବଲପୁରରେ ଭୋଟ ବନ୍ଦ..



