www.samajalive.in
Saturday, December 13, 2025
26.1 C
Bhubaneswar

ଆସନ୍ତା ୫ ଦିନ ପ୍ରବଳ ଗରମ,ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି- ଦିନ ଗୋଟାଏ ସୁଦ୍ଧା ବିଭିନ୍ନ ସହରର ତାପମାତ୍ରା ୪୦ ଛୁଇଁଛି

ଭୁବନେଶ୍ୱର – ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଲାଗି ରହିଛି । ରାଜ୍ୟର ବିଭିନ୍ନ ସହରର ତାପମାତ୍ର ଦିନ ଗୋଟାଏ ସୁଦ୍ଧା ୪୦ ଡିଗ୍ରୀ ଉପରେ ରହିଛି । ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାରେ ପ୍ରବଳ ଗୁଳୁଗୁଳି ସହ ଗରମ ଲାଗି ରହିଛି ।

ସୋମବାର ଅପରାହ୍ମରେ ୧୯ ଜିଲ୍ଲାରେ ବର୍ଷା ସମ୍ଭାବନା ଥିବା କଥା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ବିଭିନ୍ନ ଓ୍ୱେଦର ଆପ୍‌ର ରିପୋର୍ଟ ଅନୁସାରେ ରାଜଧାନୀ ଭୁବନେଶ୍ୱରରେ ୪୦ ଡିଗ୍ରୀରୁ ଅଧିକ ତାପମାତ୍ରା ରହିଛି ।

- Advertisement -

ଦିନ ଏଗାରଟା ସୁଦ୍ଧା ଝାରସୁଗୁଡାର ତାପମାତ୍ରା ୪୦.୪ ଡିଗ୍ରୀ ରହିଥିଲା । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଏପରି ଗରମ ଲାଗି ରହିବ । ବିଭିନ୍ନ ସ୍ଥାନରେ କାଳ ବୈଶାଖି ସମ୍ଭାବନା ରହିଥିବା କଥା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories