www.samajalive.in
Monday, December 8, 2025
24.1 C
Bhubaneswar

ହଠାତ୍‌ ଜଳିଲା ଛିଡ଼ା ହୋଇଥିବା ବସ୍‌

କଟକ: କଟକ ଲିଙ୍କ୍‌ରୋଡ଼ରେ ସୋମବାର ଛିଡ଼ା ହୋଇଥିବା ଏକ ବସ୍‌ରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ବସ୍‌ଟି ପ୍ରାୟ ଅର୍ଦ୍ଧାଧିକ ପୋଡ଼ି ଯାଇଥିବା ବେଳେ ପାଖରେ ଥିବା ଏକ କେବିନ୍ ମଧ୍ୟ ସମ୍ପୂର୍ଣ୍ଣ ଜଳି ଯାଇଛି। ତେବେ ଆଶ୍ବସ୍ତିକର ବିଷୟ ବସ୍‌ରେ କେହି ଯାତ୍ରୀ ନଥିଲେ। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ତେବେ ବର୍ତ୍ତମାନ ସୁଦ୍ଧା ଅଗ୍ନିକାଣ୍ଡର କାରଣ ଜଣାପଡ଼ିନାହିଁ।

Hot this week

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

Related Articles

Popular Categories