www.samajalive.in
Thursday, December 11, 2025
18.1 C
Bhubaneswar

ଦିନେଶ ମୋଙ୍ଗିଆ ଓଡ଼ିଶା ରଣଜୀ କୋଚ

ଭୁବନେଶ୍ବର: ଦିନେଶ ମୋଙ୍ଗିଆ ଓଡ଼ିଶା ରଣଜୀ ଦଳର ମୁଖ୍ୟ କୋଚ ନିଯୁକ୍ତ ହୋଇଛନ୍ତି। ସେହିପରି ରୂମେଲି ଧର ଓଡ଼ିଶା ସିନିୟର ମହିଳା ଦଳର ମୁଖ୍ୟ କୋଚ ନିଯୁକ୍ତ ହୋଇଥିବାବେଳେ ପୂର୍ବତନ ରଣଜୀ ଖେଳାଳୀ ଅମିୟ ରାୟ ହେଲେ ସିନିୟର ଟିମର ମୁଖ୍ୟ ଚୟନକର୍ତ୍ତା ହୋଇଛନ୍ତି। ପ୍ରଭରଞ୍ଜନ ମଲ୍ଲିକ ଜୁନିୟର କ୍ରିକେଟ ଟିମର ମୁଖ୍ୟ ଚୟନକର୍ତ୍ତା ନିଯୁକ୍ତ ହୋଇଥିବାବେଳେ ରଶ୍ମିତା ମହାପାତ୍ରଙ୍କୁ ସିନିୟର ଟିମର ଚୟନକର୍ତ୍ତା ଦାୟିତ୍ବ ଦିଆଯାଇଛି।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

Related Articles

Popular Categories