www.samajalive.in
Monday, December 15, 2025
17.1 C
Bhubaneswar

ଶ୍ରାଦ୍ଧ ଦିବସରେ ବିଜୁ ବାବୁୁଙ୍କୁ  ଶ୍ରଦ୍ଧାଞ୍ଜଳି 

ଆଠଗଡ : ମହାନ ଜନନାୟକ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସାହସିକତାର ପ୍ରତୀକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ଅବସରରେ ବିଭିନ୍ନ ସଂଗଠନ ଓ ବ୍ୟକ୍ତିବିଶେଷଙ୍କ ପକ୍ଷରୁ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଛି । ଯୁବ ସଂଗଠକ ତଥା ସମାଜସେବୀ ଲକ୍ଷ୍ମୀନାରାୟଣ ଭଞ୍ଜ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନରେ ସ୍ଥାପିତ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ପରେ ପରେ ଶ୍ରୀ ଭଞ୍ଜ ତାଙ୍କ ସହଯୋଗୀମାନଙ୍କ ସହ ଆଠଗଡ ଉପଖଣ୍ଡ ଡାକ୍ତରଖାନାକୁ ଯାଇ ସେଠାରେ ଚିକିତ୍ସାଧୀନ ରୋଗୀଙ୍କୁ ଫଳ ଓ ବିସ୍କୁଟ ବଣ୍ଟନ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories