www.samajalive.in
Wednesday, December 10, 2025
17.1 C
Bhubaneswar

ସକାଳ ୯ଟା – ମୁଖ୍ୟ ଖବର

– ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଜି ଓ ଆସନ୍ତାକାଲି ରାଜ୍ୟର ସମସ୍ତ ପ୍ରଥମରୁ ଦ୍ୱାଦଶ ସରକାରୀ ଓ ବେସରକାରୀ ବିଦ୍ୟାଳୟ ଏବଂ ଅଙ୍ଗନୱାଡି କେନ୍ଦ୍ର ବନ୍ଦ
– ଆଜି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜୀଉଙ୍କ ସର୍ବସାଧାରଣ ଦର୍ଶନ, ସନ୍ଧ୍ୟା ୬ରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଙ୍କ ଦର୍ଶନ ବନ୍ଦ
– ସମ୍ବଲପୁରରେ ହିନ୍ଦୁଙ୍କ ଉପରେ ଆକ୍ରମଣ ପ୍ରତିବାଦରେ ଆଜି ରାଜ୍ୟର ୧୪ ଜିଲ୍ଲାରେ ବିଶ୍ୱ ହିନ୍ଦୁ ପରିଷଦର ବନ୍ଦ ଡାକରା
– ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନକୁ ବିଜେପିର ସମର୍ଥନ
– ପରୀକ୍ଷା ବେଳେ ବନ୍ଦ ଡାକରା ଦୁଃଖଦାୟକ – ବିଜେଡି, ସନ୍ଧ୍ୟାରେ ଶାନ୍ତି ପଦଯାତ୍ରା କରିବ ବିଜେଡି
– ଆଇପିଏଲ ୨୦୨୩ – ସନରାଇଜର୍ସ ହାଇଦ୍ରାବାଦକୁ ୧୪ ରନ୍‌ରେ ପରାସ୍ତ କଲା ମୁମ୍ବାଇ ଇଣ୍ଡିଆନ୍ସ
– ଆଇପିଏଲ ୨୦୨୩ – ଆଜି ରାଜସ୍ଥାନ ରୟାଲ୍‌ସ ଓ ଲକ୍ଷ୍ନୌ ସୁପରଜ୍ୟାଣ୍ଟ୍‌ସ ମଧ୍ୟରେ ମୁକାବିଲା
– କର୍ଫ୍ୟୁରେ କୋହଳ ଅବଧି ବୃଦ୍ଧି, ଆଜି ସମ୍ବଲପୁରରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ
– ଡଲାର, ପାଉଣ୍ଡ ଏବଂ ୟୁରୋ ପରେ ବୈଶ୍ବିକ ସ୍ତରରେ ଭାରତୀୟ ଟଙ୍କା ଚତୁର୍ଥ ଅନ୍ତର୍ଜାତୀୟ ମୁଦ୍ରା ହୋଇଛି
– ମେ ୨୧ରେ ହେବ ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓଜେଏସ୍‌ ୨୦୨୨ ପ୍ରିଲିମିନାରୀ ପରୀକ୍ଷା, ଦିବ୍ୟାଙ୍ଗ ପରୀକ୍ଷାର୍ଥୀଙ୍କୁ ମିଳିବ ଅଧିକ ୩୦ ମିନିଟ ସମୟ
– ମେ’ ୫ରୁ ବିଦ୍ୟାଳୟରେ ଖରାଛୁଟି, ପିଲାଙ୍କୁ ଦିଆଯିବ ଅବକାଶକାଳୀନ ଶିକ୍ଷା
– ମେ’ ୧୩ରେ ଜାତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ସୂଚୀ ନିର୍ଦ୍ଧାରିତ

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories