www.samajalive.in
Monday, December 8, 2025
13.1 C
Bhubaneswar

ସମ୍ବଲପୁର: ପୁଣି ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍‌ ବନ୍ଦ

ସମ୍ବଲପୁର: ସମ୍ବଲପୁରରେ ଶାନ୍ତି ଫେରାଇ ଆଣିବାକୁ ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଛି। ଏହି ପରିପ୍ରେକ୍ଷୀ​‌ରେ ବୁଧବାର ପୁଣି ଜିଲାରେ ୨୪ ଘଣ୍ଟା ପାଇଁ ଇଣ୍ଟର୍‌ନେଟ୍‌ ସେବା ବନ୍ଦ ଘୋଷଣା କରାଯାଇଛି। ସାମାଜିକ ଗଣମାଧ୍ୟମର ଅପବ୍ୟବହାର ଆଶଙ୍କାରେ ଏହି କଟକଣାକୁ ବୃଦ୍ଧି କରାଯାଇଛି। ତେବେ ଜିଲାର ୬ଟି ବ୍ଲକ ରେଢାଖୋଲ, ନାକଟିଦେଉଳ, ଯୁଜୁମୁରା, ବାମରା, କୁଚିଣ୍ଡା, ଯମନକିରାରେ ଜରୁରୀକାଳୀନ ସେବା ଯୋଗାଉଥିବା ପ୍ରତିଷ୍ଠାନଗୁଡ଼ିକୁ ଲିଜ୍‌ ଲାଇନ୍ ଜରିଆରେ ସୀମିତି ସ୍ପିଡ୍‌ରେ ଇଣ୍ଟରନେଟ୍ ସେବା ଯୋଗାଇ ଦିଆଯାଇଛି। ସୂଚନାଯୋଗ୍ୟ, ୧୫ ତାରିଖ ଦିନ ୧୦ଟାରୁ ସମ୍ବଲପୁର ଜିଲାରେ ଇଣ୍ଟରନେଟ୍‌ ସେବା ବନ୍ଦ ରହିଛି।

 

Hot this week

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

ଇଣ୍ଡିଗୋରେ ଅଚଳାବସ୍ଥା ଜାରି; ପୁଣି ୬୫୦ ବିମାନ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋରେ କ୍ରମାଗତ ୬ଷ୍ଠ...

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

Related Articles

Popular Categories