www.samajalive.in
Friday, December 12, 2025
26.1 C
Bhubaneswar

ହରଭଙ୍ଗାରେ ବନ୍ଦ ପାଳନ ଶାନ୍ତିପୂର୍ଣ୍ଣ

ହରଭଙ୍ଗା: ବୁଧବାର ବଜରଙ୍ଗ ଦଳ ପକ୍ଷରୁ ଦିଆଯାଇଥିବା ୧୨ ଘଂଟିଆ ବୌଦ୍ଧ ବନ୍ଦ ଡାକରା ପ୍ରଭାବରେ ହରଭଙ୍ଗା ବ୍ଲକରେ ବନ୍ଦ ପାଳନ ଶାନ୍ତିପୂର୍ଣ୍ଣ ଭାବେ ଶେଷ ହୋଇଛି। ଦଳର କର୍ମକର୍ତା ଇଂ ବିକାଶ ମହାକୁଡ, ଅବିନାଶ ସାହୁ, କାଇଁଚ ପ୍ରଧାନ, ସଂଗ୍ରାମ ବେହେରା, ଟିକି ପଟ୍ଟନାୟକ ପ୍ରମୁଖ ବ୍ଲକ ସଦର ମହକୁମା ଚାରିଛକ, ପୁରୁଣାକଟକ, ବୀରନରସିଂହପୁର ଭଳି ବଜାରଗୁଡିକରେ ପିକେଟିଂ କରି ଦୋକାନ ବଜାର, ସରକାରୀ, ବେସରକାରୀ କାର୍ଯ୍ୟାଳୟ ଏବଂ ଗାଡିମଟର ଇତ୍ୟାଦି ବନ୍ଦ କରିଥିଲେ। ଫଳରେ ଖୋର୍ଦ୍ଧା-ବଲାଙ୍ଗୀର ୫୭ନମ୍ବର ଜାତୀୟ ରାଜପଥ ଉପରେ ଶହ ଶହ ସଂଖ୍ୟାରେ ଯାନବାହାନ ଅଟକି ରହିଥିବା ଦେଖିବାକୁ ମିଳିଥିଲା।

Hot this week

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

Related Articles

Popular Categories