www.samajalive.in
Monday, December 15, 2025
16.1 C
Bhubaneswar

ସମାଜସେବୀଙ୍କ ପରଲୋକ

ତମାଣ୍ଡୋ : ମେଣ୍ଢାଶାଳ ଅଞ୍ଚଳର ସମାଜସେବୀ ତଥା ବରିଷ୍ଠ କଂଗ୍ରେସ କର୍ମୀ  ପ୍ରାଣବନ୍ଧୁ ମହାରଣାଙ୍କ  ପରଲୋକ ହୋଇଛି। ସେ ଘର ବାହାରେ ଫୁଲ ତୋଳୁଥିବା ବେଳେ ହଠାତ୍ ପଡ଼ି ଗୁରୁତର ହୋଇଥିଲେ।

ଚିକିତ୍ସା ପାଇଁ ତାଙ୍କୁ ସଙ୍ଗେସଙ୍ଗେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କାରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।  ଖବର ପାଇ ତାଙ୍କ ସହପାଠୀ ବିଧାୟକ ସୁରେଶ କୁମାର ରାଉତରାୟ, ମେଣ୍ଢାଶାଳ ସରପଞ୍ଚ କୌଶଲ୍ୟା ବଳିୟାରସିଂ, ଜଟଣୀ ବ୍ଲକ କଂଗ୍ରେସ ସଭାପତି ଧନେଶ୍ୱର ରାଉତରାୟ, ଭୁବନେଶ୍ୱର ବ୍ଲକ ସଭାପତି ଭାସ୍କର ବାହିନୀପତି ପ୍ରମୁଖ  ତାଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିଥିଲେ। ଗ୍ରାମ୍ୟ ଶଶ୍ମାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି।

Hot this week

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

Related Articles

Popular Categories