www.samajalive.in
Saturday, December 6, 2025
26.1 C
Bhubaneswar

ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା : ଦିନକରେ ୧୨,୧୯୩ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ଗତ କିଛି ଦିନ ମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଦେଖାଯାଉଛି । ଗତ ୨୪ ଘଣ୍ଟାରେ ଆଉ ୧୨ ହଜାର ୧୯୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କସଂଖ୍ୟା ୪, ୪୮,୮୧,​‌ ୮୭୭ରେ ପହଞ୍ଚିଛି। ଏହା ସହ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୭ ହଜାର ୫୫୬କୁ ବୃଦ୍ଧି ପାଇଛି । ସେହିପରି ଦିନକରେ ଆଉ ୧୦ ହଜାର ୭୬୫ କରୋନା ଆକ୍ରନ୍ତ ସୁସ୍ଥ ହୋଇଛନ୍ତି। ଏଥି ସହ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୪,୪୨,୮୩,୦୨୧କୁ ବୃଦ୍ଧି ପାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ମିଳୁଥିବା ସୂଚନା ଅନୁଯାୟୀ, ଦିନକରେ ୪୨ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୩୧,୩୦୦ରେ ପହଞ୍ଚିଛି । ଏପର୍ଯ୍ୟନ୍ତ ଦେଶରେ ୨,୨୦,୬୬,୧୦,୧୫୩ କୋଟିରୁ ଅଧିକ ଡୋଜ କରୋନା ଟିକା ଦିଆଯାଇଛି।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories