www.samajalive.in
Saturday, December 13, 2025
26.1 C
Bhubaneswar

ସମ୍ବଲପୁରରେ କର୍ଫ୍ୟୁ କୋହଳ ଅବଧି ବଢ଼ିଲା

ସମ୍ବଲପୁର: ସମ୍ବଲପୁରରେ କର୍ଫ୍ୟୁ କୋହଳ ଅବଧିକୁ ବୃଦ୍ଧି କରାଯାଇଛି। ସମ୍ବଲପୁରରେ କର୍ଫ୍ୟୁ କୋହଳ ଅବଧି ଏକ ଘଣ୍ଟା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ବୋଲି ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସୂଚନା ଦେଇଛନ୍ତି। ଜିଲା ପ୍ରଶାସନ ପକ୍ଷରୁ ୧ ଘଣ୍ଟା କର୍ଫ୍ୟୁ କୋହଳ କରାଯାଇଥିବାବେଳେ ଆସନ୍ତାକାଲି ସକାଳ ୫ରୁ ରାତି ୮ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ ରହିବ। ଆସନ୍ତାକାଲି ଏକ ଘଣ୍ଟା ଅଧିକ କୋହଳ ନେଇ ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସକାଳ ୫ରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ ରହିଥିଲା ବୋଲି ଜିଲା ଲୋକ ସମ୍ପର୍କ ଅଧିକାରୀ ପ୍ରକାଶ କରଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories