www.samajalive.in
Sunday, December 14, 2025
26.1 C
Bhubaneswar

ବାଲ୍ୟ ବିବାହ ନିରାକରଣ ସଚେତନତା କାର୍ଯ୍ୟକ୍ରମ

ବୌଦ୍ଧ: ଅକ୍ଷୟ ତୃତୀୟା ଅବସରରେ ମୁର୍ଷୁଣ୍ଢି ପଞ୍ଚାୟତ କଲ୍ୟାଣମଣ୍ଡପ ଠାରେ ସମନ୍ୱିତ ଶିଶୁବିକାଶ ଯୋଜନା ବିଭାଗ ଆନୁକୁଲ୍ୟରେ ବାଲ୍ୟବିବାହ ନିରାକରଣ ନିମନ୍ତେ ଏକ ସଚେତନ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କାର୍ୟ୍ୟକ୍ରମରେ ଅତିଥ ଭାବେ ସୂଚନା ଓ ଲୋକସଂପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂହ, ମୁର୍ଷୁଣ୍ଢି ପଞ୍ଚାୟତର କୁନି କହଁର ଯୋଗ ଦେଇ ବାଲ୍ୟ ବିବାହ ନିରାକରଣରେ ପ୍ରଶାସନର କିପରି ସହଯୋଗ କରିବ ଓ ବାଲ୍ୟ ବିବାହ ନିରାକରଣ କରିବା ନିମନ୍ତେ ମା ମାନଙ୍କର ଭୂମିକା ବିଷୟରେ ବକ୍ତବ୍ୟ ପ୍ରଦାନ କରିଥିଲେ। ଶିଶୁ ବିକାଶ ଯୋଜନା ଅଧିକାରି ମିନତି ଦେଓ ବାଲ୍ୟବିବାହ ନିରାକରଣ ନିମନ୍ତେ ଜିଲାସ୍ତରର କମିଟି ଗଠନ ଓ ସେମାନଙ୍କ ଭୂମିକା ସଂପର୍କରେ ଆଲୋଚନା କରିଥିଲେ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories