www.samajalive.in
Sunday, December 14, 2025
26.1 C
Bhubaneswar

ମରାପତ୍ରାରେ ବ୍ଲକସ୍ତରୀୟ କୃଷକ ଦିବସ

ରେଙ୍ଗାଲି: ରେଙ୍ଗାଲି ବ୍ଳକ୍‌‌ ରେଙ୍ଗଲୋଇ ଗ୍ରାମ ପଞ୍ଚାୟତର ମରାପତ୍ରା ଗ୍ରାମରେ କୃଷି ବିଭାଗ ପକ୍ଷରୁ ଅକ୍ଷୟ ତୃତୀୟା ଅବସରରେ ବ୍ଳକ୍‌‌ ସ୍ତରୀୟ କୃଷକ ଦିବସ ପାଳିତ ହୋଇଯାଇଛି। କୃଷି ବିଭାଗ ରେଙ୍ଗାଲି ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବ୍ଳକ୍‌‌ ଅଧ୍ୟକ୍ଷ ସତ୍ୟନାରାୟଣ ଅଗ୍ରଓାଲା ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିବା ବେଳେ ସମିତି ସଭ୍ୟ ତଥା ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ଅଶ୍ୱିନୀ କୁମାର ପଟେଲ ଏବଂ ରେଙ୍ଗଲୋଇ ସରପଞ୍ଚ ଲତିକା ଚାନ୍ଦ ସମ୍ମାନିତ ଅତିଥି ରୂପେ ଯୋଗ ଦେଇଥିଲେ। ବିଧି ମରମ୍ପରା ଅନୁସାରେ ପୂଜା ଅର୍ଚ୍ଚନା କରାଗଲାପରେ ମୁଖ୍ୟ ଅତିଥି ଏବଂ ସମ୍ମାନିତଙ୍କ ଦ୍ୱାରା ଅକ୍ଷିମୁଠିଅନୁକୂଳ କରଯାଇଥିଲା।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories