www.samajalive.in
Sunday, December 7, 2025
14.1 C
Bhubaneswar

ନ୍ୟୁଜିଲ୍ୟାଣ୍ଡରେ ୭.୨ ତିବ୍ରତାର ଭୂକମ୍ପ ଝଟକା

ନୂଆଦିଲ୍ଲୀ : ଦୁନିଆର ଅଧିକାଂଶ ସ୍ଥାନରେ ଗତ କିଛି ଦିନ ମଧ୍ୟରେ ଭୂକମ୍ପ ଝଟକା ଅନୁଭବ ହେଉଥିବା ଦେଖାଯାଉଛି। ଏହାମଧ୍ୟରେ ସୋମବାର ସକାଳେ ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା ଅନୁଭବ ହୋଇଛି। ଏନସିଏସ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ ଭୂକମ୍ପର ତିବ୍ରତା ରିକ୍ଟର ସ୍କେଲରେ ୭.୨ ରେକର୍ଡ କରାଯାଇଛି। ଏଥିରେ ଏଯାଏଁ କୌଣସି ଧନଜୀବନ ହାନୀ ହୋଇଥିବା ନେଇ କୌଣସି ଖବର ମିଳି ନାହିଁ। ଆଜି ସକାଳ ୬ଟା ୧୧ରେ ନ୍ୟୁଜିଲ୍ୟାଣ୍ଡର ଉତ୍ତର-ପୂର୍ବ ସ୍ଥିତ କର୍ମାଡେକ ଦ୍ୱୀପରେ ଏହି ଭୂକମ୍ପ ଝଟକା ଅନୁଭବ ହୋଇଥିବା ନେଇ ସୂଚନା ମିଳିଛି।

Hot this week

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

Related Articles

Popular Categories