www.samajalive.in
Monday, December 15, 2025
16.1 C
Bhubaneswar

ପିକଅପ୍ ଭ୍ୟାନ ସହ ବାଇକ ମୁହାଁମୁହିଁ ଧକ୍କା

ପାଟଣା : କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରି ଟୋଲ ଗେଟ ନିକଟରେ ଏକ ପିକଅପ୍ ଭ୍ୟାନ ସହ ଗୋଟିଏ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ବାଇକ୍ ଥିବା ଦୁଇ ଜଣ ଆରୋହୀଙ୍କ ମଧ୍ୟରୁ ଜଣେ ଗୁରୁତର ହୋଇଥିବା ଅନ୍ୟ ଜଣେ ସାମାନ୍ୟ ଆହତ ହୋଇଛନ୍ତି। ଉଭୟଙ୍କୁ ଟୋଲ ଗେଟ ଆମ୍ବୁଲାନ୍ସ ଯୋଗେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଗୁରୁତର ଯୁବକଙ୍କୁ ଚିହ୍ନଟ କରାଯାଇଛି ଏବଂ ସେମାନେ ତୁରୁମୁଙ୍ଗାର ଅନାମ ମୁଣ୍ଡା ଓ ମନୋରଞ୍ଜନ ସାହୁ ବୋଲି ଜଣାପଡିଛି। ଅନାମଙ୍କ ମୁଣ୍ଡ ରେ ଗଭୀର ଆଘାତ ଲାଗିଥିବା ବେଳେ ତାଙ୍କ ଅବସ୍ଥା ଉଦବେଗଜନକ ରହିଛି।

Hot this week

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

ଦିଲ୍ଲୀ ବାୟୁମଣ୍ଡଳ ସ୍ଥିତି ଉଦ୍‌ବେଗଜନକ: ଏକାଧିକ ସ୍ଥାନରେ ଏକ୍ୟୁଆଇ ୫୦୦ ଛୁଇଁଲା

ନୂଆଦିଲ୍ଲୀ: ବିଗତ କିଛି ଦିନ ଧରି ଦିଲ୍ଲୀ ସମେତ ସମଗ୍ର ଏନ୍‌ସିଆରରେ...

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

Related Articles

Popular Categories