www.samajalive.in
Monday, December 15, 2025
24.1 C
Bhubaneswar

ପୂର୍ବାହ୍ନ ୧୧ଟା ମୁଖ୍ୟ ଖବର

ପୁରୀ : ଚଳଚଞ୍ଚଳ ଶ୍ରୀକ୍ଷେତ୍ରର ରଥଖଳା..

ରଥଖଳାରେ ଚାଲିଛି ରଥ ନିର୍ମାଣ କାର୍ଯ୍ୟ..

- Advertisement -

ରଥ ନିର୍ମାଣରେ ଲାଗିଛନ୍ତି ମହାରଣା ସେବାୟତ..

ଅକ୍ଷୟ ତୃତୀୟାରେ ଅନୁକୂଳ ହୋଇଥିଲା ରଥକାର୍ଯ୍ୟ..

ଭୁବନେଶ୍ୱରରେ ୩ ଦିନିଆ ଜି-୨୦ ସମ୍ମିଳନୀ ଆରମ୍ଭ..

୨୦ଟି ଦେଶ ସହ ୫ ନିମନ୍ତ୍ରିତ ଦେଶର ପ୍ରତିନିଧି ସାମିଲ..

ଦକ୍ଷତା ବିକାଶ, ପ୍ରଯୁକ୍ତି ବିଦ୍ୟାର ବିନିଯୋଗ ଉପରେ ହେବ ଆଲୋଚନା..

କାମାକ୍ଷାନଗର : ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର..

କେହି ଦୁର୍ବୃତ୍ତ ହତ୍ୟା କରି ଫିଙ୍ଗି ଦେଇଥିବା ସୂଚନା..

ପରଜଙ୍ଗ ଥାନା ଖୁକୁଣ୍ଡିଗୋଠ ନିକଟରେ ମୃତଦେହ ଉଦ୍ଧାର..

ବୌଦ୍ଧ : ଜଙ୍ଗଲରୁ ୩.୮ କୋଟିର ଗଞ୍ଜେଇ ଜବତ..

ମନମୁଣ୍ଡା ଥାନା ନଳିକୁପା ଜଙ୍ଗଲରେ ଅବକାରୀ ବିଭାଗର ଚଢଉ..

ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ ୯ ହଜାର ୬୨୯ ନୂଆ କରୋନା ସଂକ୍ରମିତ ଚିହ୍ନଟ..

ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୧,୦୧୩କୁ ବୃଦ୍ଧି..

Hot this week

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

Related Articles

Popular Categories