www.samajalive.in
Saturday, December 13, 2025
26.1 C
Bhubaneswar

ଦନ୍ତେୱାଡା ଅରଣପୁରରେ ନକ୍ସଲ ଆକ୍ରମଣ, ୧୧ ଯବାନ ସହିଦ

ଡେସ୍କ: ଛତିଶଗଡ଼ର ଦନ୍ତେୱାଡାରେ ନକ୍ସଲବାଦୀଙ୍କ ଆକ୍ରମଣରେ ୧୧ ଯବାନ ସହିଦ ହୋଇଛନ୍ତି। ସୂଚନା ଅନୁଯାୟୀ, ଦନ୍ତେୱାଡାର ଅରଣପୁର ଜଙ୍ଗଲରେ ଏହି ଆକ୍ରମଣ ଘଟିଛି। ଜିଲ୍ଲା ରିଜର୍ଭ ଗାର୍ଡର ଯବାନମାନଙ୍କୁ ନେଇ ଯାଉଥିବା ଏକ ଗାଡି ଉପରେ ନକ୍ସଲମାନେ ଆଇଇଡି ବିସ୍ଫୋରଣ କରାଇଛନ୍ତି। ସେଠାରେ ପୂର୍ବରୁ ନକ୍ସଲବାଦୀଙ୍କ ପକ୍ଷରୁ ଆଇଇଡି ରଖାଯାଇଥିଲା। ଏହି ଆକ୍ରମଣରେ ଡ୍ରାଇଭର ସମେତ ୧୦ ଜଣ ଯବାନଙ୍କ ମୃତ୍ୟୁ ଘଟିଛି।

ଏହି ଘଟଣାରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲ ପ୍ରତିକ୍ରିୟା ପ୍ରକାଶ କରି କହିଛନ୍ତି ଯେ କୌଣସି ପରିସ୍ଥିତିରେ ନକ୍ସଲବାଦିଙ୍କୁ ଛଡ଼ାଯିବ ନାହିଁ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories