www.samajalive.in
Monday, December 15, 2025
24.1 C
Bhubaneswar

ଦନ୍ତେୱାଡାରେ ନକ୍ସଲ ଆକ୍ରମଣ ପରେ ହାଇଆଲର୍ଟରେ ଓଡ଼ିଶାର ୩ ଜିଲ୍ଲା

ଡେସ୍କ: ଛତିଶଗଡ଼ର ଦନ୍ତେୱାଡାରେ ନକ୍ସଲବାଦୀଙ୍କ ଆକ୍ରମଣରେ ୧୧ ଯବାନ ସହିଦ ହେବା ପରେ ସୀମାବର୍ତ୍ତୀ ଜିଲ୍ଲାଗୁଡିକରେ ଆଶଙ୍କା ସୃଷ୍ଟି ହୋଇଛି। ଛତିଶଗଡ଼ ସୀମାକୁ ଲାଗିଥିବା ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ହାଇଆଲର୍ଟ ଜାରି କରାଯାଇଛି। ପୁଲିସ ଡିଜି ସୁନୀଲ ବଂଶଲଙ୍କ ଅଧ୍ୟକ୍ଷତାରେ ଏ ନେଇ ନିଷ୍ପତ୍ତି ଗ୍ରହଣ କରାଯାଇଛି।

ସୂଚନା ଅନୁଯାୟୀ, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାର ପ୍ରତ୍ୟେକ ଚେକ ପୋଷ୍ଟରେ ଚେକିଂକୁ ବ୍ୟାପକ କରାଯିବା ସହ ବ୍ଳକିଙ୍ଗ କଡାକଡି କରାଯିବ। ଅନ୍ୟପକ୍ଷରେ ଘଟଣା ଘଟିଥିବା ଅଂଚଳରେ ସର୍ଚ୍ଚ ଅପରେସନ ଜୋରଦାର କରାଯାଇଛି। ତେବେ ମିଳିଥିବା ସୂଚନା ଅନୁଯାୟୀ, ଏ ପର୍ଯ୍ୟନ୍ତ କୌଣସି ନକ୍ସଲଙ୍କ ପତ୍ତା ମିଳିନଥିବାରୁ ସେମାନେ ସମ୍ଭବତଃ ନିକଟବର୍ତ୍ତୀ ଅଂଚଳକୁ ଚାଲିଯାଇଥିବା ଅନୁମାନ କରାଯାଉଛି।

Hot this week

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

Related Articles

Popular Categories