www.samajalive.in
Saturday, December 13, 2025
18.1 C
Bhubaneswar

ଦନ୍ତେୱାଡା ନକ୍ସଲ ଆକ୍ରମଣକୁ ରାଷ୍ଟ୍ରପତିଙ୍କ ନିନ୍ଦା

ଡେସ୍କ: ଛତିଶଗଡ଼଼ର ଦନ୍ତେୱାଡା ଠାରେ ଯବାନମାନଙ୍କ ଉପରେ ହୋଇଥିବା ଆକ୍ରମଣକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିନ୍ଦା କରିଛନ୍ତି। ସେ ଦେଶବାସୀଙ୍କ ପକ୍ଷରୁ ପ୍ରତିରକ୍ଷା କ୍ଷେତ୍ରରେ ସର୍ବୋଚ୍ଚ ବଳୀଦାନ ଦେଇଥିବା ସାହସୀ ସୈନିକମାନଙ୍କ ପରିବାର ଓ ପ୍ରୀୟଜନଙ୍କୁ ସମବେଦନା ଜଣାଇଛନ୍ତି। ଗତକାଲି ଛତିଶଗଡ଼଼ର ଦନ୍ତେୱାଡା ଜିଲ୍ଲା ଅରଣପୁର ନିକଟରେ ପ୍ରେସ୍‌‌ର ଆଇଡି ବିସ୍ଫୋରଣରେ ୧୦ ଜଣ ଯବାନ ଏବଂ ଜଣେ ଡ୍ରାଇଭର୍‌‌ଙ୍କ ପ୍ରାଣହାନୀ ଘଟିଥିଲା।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories