www.samajalive.in
Saturday, December 6, 2025
26.1 C
Bhubaneswar

ପୂର୍ବାହ୍ନ ୧୧ଟା ମୁଖ୍ୟ ଖବର

ଅପରେସନ କାବେରୀରେ ସୁଦାନରୁ ବିମାନରେ ଆସି ଦିଲ୍ଲୀରେ ପହଞ୍ଚିଲେ ୩୬୦ ଜଣ..

ମେ ୧ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ସୂଚନା.. ୧୯ ଜିଲ୍ଲାକୁ ୟେଲୋ ଆଲର୍ଟ..

- Advertisement -

ଆଳି : ବ୍ରାହ୍ମଣୀ ନଦୀରେ ଡଙ୍ଗାବୁଡି ନାବାଳକ ମୃତ, ଜଣେ ନିଖୋଜ..

୨ ଘଣ୍ଟାର ଉଦ୍ୟମ ପରେ ନିଖୋଜ ନାବାଳକର ମୃତଦେହ ଉଦ୍ଧାର..

ଏକମାଣିଆ ପଞ୍ଚାୟତରୁ ରାଜନଗର କେରଡାଗଡ ଯାଉଥିଲେ..

କୂଳରୁ କିଛି ବାଟ ଯିବା ପରେ ଭାରସାମ୍ୟ ହରାଇ ଡଙ୍ଗାଟି ଓଲଟି ପଡିଥିଲା..

ମୋଟ ୩୦ ଯାତ୍ରୀ ଥିଲେ.. ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ..

ଖରାଛୁଟିରେ ଛାତ୍ରଛାତ୍ରୀଙ୍କୁ ମିଳିବ ଆଇରନ ଓ ଫଲିକ ଏସିଡ୍‌‌ ବଟିକା..

ଜୁନ୍‌‌ ୧୬ ଯାଏଁ ଘରକୁ ଯାଇ ଟାବଲେଟ ବଣ୍ଟାଯିବ.. ବଟିକା ବାଣ୍ଟିବାକୁ ଶିକ୍ଷକମାନଙ୍କୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ..

ଅମ୍ଳାନ କାର୍ଯ୍ୟକ୍ରମରେ ଆନେମିଆ ମୁକ୍ତ ଓଡିଶା ଲକ୍ଷ୍ୟ..

ନରସିଂହପୁର : ଭିଜିଲାନ୍ସ ଜାଲରେ ବଡମ୍ବା ବ୍ଲକ ନିର୍ବାହୀ ଯନ୍ତ୍ରୀ..

ନିର୍ବାହୀ ଯନ୍ତ୍ରୀ ବାଉରୀବନ୍ଧୁ ପରିଡାଙ୍କୁ ଧରିଲା ଭିଜିଲାନ୍ସ..

ବିଲ୍‌‌ ପାସ କରିବାକୁ ଠିକାଦାରଙ୍କ ଠାରୁ ୩୦ ହଜାର ଲାଞ୍ଚ ନେଉଥିଲେ..

ସରକାରୀ ବାସଭବନରେ ଲାଞ୍ଚ ନେଉଥିବା ବେଳେ ଧରାପଡିଲେ..

୧୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ କନିଷ୍ଠ କିରାଣି..

କେନ୍ଦ୍ରାପଡା ପଟ୍ଟାମୁଣ୍ଡାଇ ବିଇଓ ଅଫିସର କନିଷ୍ଠ କିରାଣି ମାନସ ଧଳ..

ଶିକ୍ଷକଙ୍କ ବକେୟା ଦରମା ଉଠାଣ ପାଇଁ ଲାଞ୍ଚ ନେଉଥିଲେ..

ଧରାପଡିବା ପରେ ଆୟ ବହିର୍ଭୂତ ସମ୍ପତ୍ତି ଲିଙ୍କ୍‌‌ରେ ୨ଟି ସ୍ଥାନରେ ଚଢଉ..

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories