www.samajalive.in
Monday, December 8, 2025
17.1 C
Bhubaneswar

ଗୋଳା ବାରୁଦ କାରଖାନାରେ ବିସ୍ଫୋରଣ: ଦୁଇ ଗୁରୁତର

ବଲାଙ୍ଗିର : ବଲାଙ୍ଗିର ଜିଲ୍ଲା ସଇଁତଲା ଥାନା ଅନ୍ତର୍ଗତ ବଡ଼ମାଳ ଗୋଳାବାରୁଦ କାରଖାନାରେ ବିସ୍ଫୋରଣ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ବଡ଼ମାଳ ଗୋଳାବାରୁଦ କାରଖାନାର ୟୁନିଟ ନମ୍ୱର୍ ୩ରେ କାମ ଚାଲୁଥିବା ବେଳେ ହଠାତ୍ କେମିକାଲ ମିଶ୍ରଣ ବେଳେ ଜୋରରେ ବିସ୍ଫୋରଣ ଘଟିଥିଲା । ଏଥିରେ ଦୁଇ କର୍ମଚାରୀ ଗୁରୁତର ଭାବରେ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଜଣେ ସଇଁତଲା ଥାନା ଅନ୍ତର୍ଗତ ବରାହମାଲ ଗ୍ରାମର ଗୌତମ ମହାନନ୍ଦ ବୋଲି ଜଣାପଡ଼ିଥିବା ବେଳେ ଅନ୍ୟ ଜଣଙ୍କ ପରିଚୟ ମିଳିପାରି ନାହିଁ। ବିସ୍ଫୋରଣରେ ସେମାନଙ୍କ ର ମୁଁହ ଓ ହାତ ପୋଡ଼ି ଯାଇଥିବା ଜଣାପଡିଛି । ‌ସ୍ଥାନୀୟ ଡାକ୍ତରଖାନାରେ ଚିକିତ୍ସା ପରେ ରାଉରକେଲା ସ୍ଥାନାନ୍ତର କରାଯାଇଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories