www.samajalive.in
Tuesday, December 9, 2025
17.1 C
Bhubaneswar

ପଦ୍ମ ଧରିଲେ ପୂର୍ବତନ ଜେଡିୟୁ ନେତା ଅଜୟ ଆଲୋକ

ନୂଆଦିଲ୍ଲୀ: ପୂର୍ବତନ ଜେଡିୟୁ ନେତା ଅଜୟ ଆଲୋକ ବିଜେପିରେ ସାମିଲ ହୋଇଛନ୍ତି। ଶୁକ୍ରବାର ଦିଲ୍ଲୀରେ କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଉପସ୍ଥିତିରେ ସେ ବିଜେପିର ସଦସ୍ୟତା ଗ୍ରହଣ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ବିଜେପିକୁ ଆସିବା ପରେ ମୋତେ ଲାଗୁଛି ମୁଁ ମୋ ନିଜ ପରିବାରକୁ ଆସିଛି, ଯାହାର ମୁଖ୍ୟ ହେଉଛନ୍ତି ମୋଦୀ ଜୀ। ଯଦି ମୋଦୀ ଭିଜନ୍‌ରେ ମୁଁ ଏକ ପ୍ରତିଶତ ବି ଯୋଗଦାନ କରିପାରିଲି, ତେବେ ଏହା ମୋ ପାଇଁ ଗର୍ବର ବିଷୟ ହେବ।

ଅପରପକ୍ଷେ, ଆନନ୍ଦ ମୋହନଙ୍କୁ ଜେଲ୍‌ରୁ ମୁକ୍ତ କରିବାକୁ ନେଇ ନୀତିଶ କୁମାରଙ୍କୁ ଟାର୍ଗେଟ୍‌ କରିଛନ୍ତି ବିଜେପି ନେତା ଅଜୟ ଆଲୋକ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories