www.samajalive.in
Monday, December 8, 2025
27.1 C
Bhubaneswar

ପରୀକ୍ଷାଫଳ ବାହାରିବା ପରେ ୯ ଛାତ୍ରଛାତ୍ରୀଙ୍କ ଆତ୍ମହତ୍ୟା

ବିଶାଖାପାଟଣା : ଆନ୍ଧ୍ରପ୍ରଦେଶରେ ୨ ଦିନ ମଧ୍ୟରେ ନଅ ଜଣ ଛାତ୍ରଛାତ୍ରୀ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି। ଯୁକ୍ତ ୨ ପ୍ରଥମ ଓ ଦ୍ୱିତୀୟ ବର୍ଷ ପରୀକ୍ଷାରେ କୃତକାର୍ଯ୍ୟ ନହେବାରୁ ଛାତ୍ରଛାତ୍ରୀମାନେ ଏଭଳି ପଦକ୍ଷେପ ନେଇଥିବା ପ୍ରାଥମିକ ତଦନ୍ତରୁ ଖବର ମିଳିଛି। ପରୀକ୍ଷା ଫଳାଫଳ ଆସିବାର ୪୮ ଘଣ୍ଟା ପରେ ଏହି ଘଟଣା ଘଟିଛି। ଆନ୍ଧପ୍ରଦେଶରେ ଚଳିତ ବର୍ଷ ଯୁକ୍ତ ୨ ପ୍ରଥମ ବର୍ଷରେ ପାସ୍‌‌ ହାର ୬୧% ଥିବା ବେଳେ ଦ୍ୱିତୀୟ ବର୍ଷ ପାସ୍‌‌ହାର ୭୨% ରହିଛି।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories