www.samajalive.in
Monday, December 8, 2025
27.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଭୁବନେଶ୍ୱର : ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ କାଳବୈଶାଖୀ ସମ୍ଭାବନା..

ଆଗାମୀ ୨୪ ଘଣ୍ଟାରେ ୯ ଜିଲାରେ ଘଡଘଡି ସହ ବର୍ଷା ସମ୍ଭାବନା..

- Advertisement -

ଗଜପତି, ଗଞ୍ଜାମ, କେନ୍ଦୁଝର, ମୟୁରଭଞ୍ଜ, ରାୟଗଡା, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ମାଲକାନଗିରି..

ଆଭ୍ୟନ୍ତରୀଣ ଓଡିଶାର କିଛି ଜିଲାରେ କାଳବୈଶାଖୀ ପ୍ରଭାବ ଅଧିକ ରହିବ..

ପାଣିପାଗ : ଆଜି ରାୟଗଡା, ଗଞ୍ଜାମ ଏବଂ କନ୍ଧମାଳ ଜିଲ୍ଲାରର କିଛି ଅଞ୍ଚଳରେ ବିଜୁଳି ଓ ଘଡଘଡି ସହ ବର୍ଷା ସମ୍ଭାବନା..

ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ପୁଷ୍ପାଳକ – ପୂଜାପଣ୍ଡା ସେବକ ବିବାଦ.. ଅଟକିଛି ନୀତିକାନ୍ତି..

ସମ୍ବଲପୁରରେ ୪ଟି ଥାନା ଅଞ୍ଚଳରୁ ହଟିଲା କର୍ଫ୍ୟୁ.. କର୍ଫ୍ୟୁ ହଟିବା ନେଇ ସୂଚନା ଦେଲେ ଏସପି..

ମେ ୫’ରେ ଆସୁଛି ଲଘୁଚାପ ..

ମେ’୫ ତାରିଖ ପାଖାପାଖି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା .. ଏନେଇ ଆଜି ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା..

Hot this week

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

Related Articles

Popular Categories