www.samajalive.in
Monday, December 8, 2025
27.1 C
Bhubaneswar

ବଣିକ ସଂଘ ସଦସ୍ୟଙ୍କ ପରିବାରକୁ ଆର୍ଥିକ ସହାୟତା

ଫୁଲବାଣୀ: କନ୍ଧମାଳ ଜିଲ୍ଲା ରାଇକିଆ ବଣିକ ସଂଘ ସଦସ୍ୟ ବନବାସ ସାହୁଙ୍କ ପତ୍ନୀଙ୍କର ଏପ୍ରିଲ୍ ୨୩ ତାରିଖରେ କର୍କଟ ରୋଗରେ ମୃତ୍ୟୁ ଘଟିଥିଲା । ରବିବାର ସଂଘ ତରଫରୁ ମୃତକଙ୍କ ପରିବାରକୁ ୩୧ ହଜାର ଟଙ୍କାର ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି । ସଭାପତି ପଦ୍ମଚରଣ ପଣ୍ଡା ଏବଂ ସଂଘ ସଦସ୍ୟମାନେ ତାଙ୍କ ବାସଭବନରେ ପହଞ୍ଚି ସମବେଦନା ଜଣାଇବା ସହ ସହାୟତା ରାଶି ପ୍ରଦାନ କରିଛନ୍ତି ।

Hot this week

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

Related Articles

Popular Categories