www.samajalive.in
Thursday, December 11, 2025
18.1 C
Bhubaneswar

ପିଏସୟୁରେ କାର୍ଯ୍ୟରତ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି

ଭୁବନେଶ୍ବର : ପିଏସୟୁରେ କାର୍ଯ୍ୟରତ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ହୋଇଛି। ରାଜ୍ୟ ସରକାରୀ ଉଦ୍ୟୋଗ (ପିଏସୟୁ)ରେ କାର୍ଯ୍ୟରତ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨% ବୃଦ୍ଧି କରିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ୨% ବୃଦ୍ଧି ପରେ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୯% ହୋଇଛି। ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁଲାଇ ପହିଲାରୁ ପିଛିଲା ଭାବେ ଲାଗୁ ହେବ ବୋଲି ସୂଚନା ମିଳିଛି।

Hot this week

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

Related Articles

Popular Categories