www.samajalive.in
Thursday, December 11, 2025
13.1 C
Bhubaneswar

ଗୋପ୍‌: ୧୧ ନମ୍ୱର ଜିଲ୍ଲା ପରିଷଦ ଜୋନ ଉପନିର୍ବାଚନ ପାଇଁ ଚାଲିଛି ମତଦାନ

ପୁରୀ: ପୁରୀ ଜିଲ୍ଲା ଗୋପ୍‌ ବ୍ଲକ ଅନ୍ତର୍ଗତ ୧୧ ନମ୍ୱର ଜିଲ୍ଲା ପରିଷଦ ଜୋନ ଉପନିର୍ବାଚନ ପାଇଁ ମଙ୍ଗଳବାର ଭୋଟ୍‌ ଗ୍ରହଣ ହେଉଛି। ସକାଳୁ ଚାଲିଛି ମତଦାନ। ସେଠାରୁ ନିର୍ବାଚିତ ହୋଇଥିବା ବିଜେଡି ଜିଲ୍ଲା ପରିଷଦ ସଦସ୍ୟ ଧର୍ମେନ୍ଦ୍ର ସାହୁଙ୍କ ଆତ୍ମହତ୍ୟା ପରେ ସେଠାରେ ଉପନିର୍ବାଚନ ଅନୁଷ୍ଠିତ ହେଉଛି। ୪ ତାରିଖରେ ଭୋଟ୍ ଗଣତି କରାଯାଇ ବିଜୟୀ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯିବ ବୋଲି ଜଣାପଡ଼ିଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories