www.samajalive.in
Tuesday, December 9, 2025
17.1 C
Bhubaneswar

ଟିଟଲାଗଡ଼କୁ ଜିଲା ମାନ୍ୟତା ଦାବିରେ ଆନ୍ଦୋଳନ

ଟିଟଲାଗଡ : ଟିଟଲାଗଡ଼କୁ ଜିଲା ମାନ୍ୟତା ଦାବିରେ ଚାଲିଥିବା ଆନ୍ଦୋଳନ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମେତ ସହରର ଅନ୍ୟ ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିଛି। ଜିଲା ମାନ୍ୟତା ଦାବିରେ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଧାରଣା ଜାରି ରହିଛିି। ଏହି ଦାବିକୁ କଣ୍ଟାବାଞ୍ଜି ବିଧାୟକ ଆୟୁବ ଖାନ୍‍ ସମର୍ଥନ କରିଥିବା ଜଣାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories