www.samajalive.in
Sunday, December 7, 2025
26.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ନେଇ ୧୦ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି.. ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରିକୁ ୱାର୍ଣ୍ଣିଂ..

ବାତ୍ୟାପ୍ରବଣ ମେ’ ମାସ ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ.. ୧୧ଟି ବିଭାଗ ଓ ସବୁ ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ.. ପ୍ରସ୍ତୁତି ଓ ନିର୍ଦ୍ଦେଶ ନେଇ ଏସଆରସି ସତ୍ୟବ୍ରତ ସାହୁଙ୍କ ସାମ୍ବାଦିକ ସମ୍ମିଳନୀ..

- Advertisement -

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ଵ ଗ୍ରହଣ କଲେ ରଞ୍ଜନ କୁମାର ଦାସ..

ଏନସିପି ସଭାପତି ପଦରୁ ଶରଦ ପାୱାରଙ୍କ ଇସ୍ତଫା.. ଏନସିପି ଜାତୀୟ ସଭାପତି ପଦରୁ ଇସ୍ତଫା ଘୋଷଣା କଲେ..

ବଙ୍ଗୋପସାଗରରେ ମେ’ ୬ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା.. ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି.. ଘୂର୍ଣ୍ଣିବଳୟ ସୃଷ୍ଟିର ୪୮ ଘଣ୍ଟା ପରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର..

କଟକ ଅତିରିକ୍ତ ଜିଲ୍ଲାପାଳଙ୍କ ଗାଡ଼ିକୁ ଧକା ଦେଲା ମୋ ବସ୍..

ଭୁବନେଶ୍ୱର : ଆସନ୍ତା ୫ ଦିନ ଯାଏଁ ଜାରି ରହିବ କାଳବୈଶାଖୀ ବର୍ଷା.. ଘଡଘଡି ସହ ହୋଇପାରେ କୁଆପଥର ବର୍ଷା.. କାଳବୈଶାଖୀ ପ୍ରଭାବରେ ଆକାଶ ମେଘୁଆ ରହିଛି..

ରାଜ୍ୟରେ ଦିନକରେ ଆଉ ୨୯୧ କରୋନା ଆକ୍ରାନ୍ତ ଚିହ୍ନଟ.. ମୋଟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୨୩୦କୁ ବୃଦ୍ଧି.. ଦିନକରେ ସୁସ୍ଥ ହେଲେ ୧୨୭ କରୋନା ଆକ୍ରାନ୍ତ..

ଆସନ୍ତା ୨ ଦିନ ପାଇଁ ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ ବନ୍ଦ.. ୪ ଓ ୫ ତାରିଖ ସାଧାରଣ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ.. ୫ରେ ଶିମିଳିପାଳ ବୁଲିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ..

ଦେଶରେ ହ୍ରାସ ହେଉଛି ଦୈନିକ ସଂକ୍ରମଣ.. ଚିହ୍ନଟ ହେଲେ ୩,୩୨୫ ଆକ୍ରାନ୍ତ.. ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୪,୧୭୫ରେ ପହଞ୍ଚିଛି..

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories