www.samajalive.in
Friday, December 12, 2025
16.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ରୁଷ୍‌ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌କୁ ହତ୍ୟା ଉଦ୍ୟମ.. ରାଷ୍ଟ୍ରପତି ଭବନ କ୍ରେମଲିନର ଗମ୍ବୁଜ ଉପରେ କ୍ରାସ୍‌ ହେଲା ଡ୍ରୋନ୍‌.. ପୁଟିନ୍‌ ସମ୍ପୂର୍ଣ୍ଣ ସୁରକ୍ଷିତ ଥିବା ସୂଚନା..

ଆଜି ରାଜ୍ୟର ୧୮ ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା.. ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଅନୁଗୁଳ, ସମ୍ବଲପୁର, ବୌଦ୍ଧ, ସୋନପୁର, ବଲାଙ୍ଗୀର, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା ଓ କୋରାପୁଟ ଜିଲାକୁ ୟେଲୋ ୱାର୍ଣ୍ଣିଂ..

- Advertisement -

କର୍ଣ୍ଣାଟକ ବିଧାନସଭା ନିର୍ବାଚନକୁ ଆଉ ମାତ୍ର ଗୋଟିଏ ସପ୍ତାହ ବାକି.. ପ୍ରଚାର ଜୋରଦାର..

କଳାହାଣ୍ଡି ଜିଲ୍ଲା ମ.ରାମପୁର ଥାନା ଅନ୍ତର୍ଗତ ତେନ୍ତୁଳିକୁପା ଗାଁର ସୁଦାମ ଭୋଇଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣା.. ତଦନ୍ତ ପାଇଁ ଯାଇଥିବା ପୁଲିସକୁ ଅଟକ ରଖିଲେ ଗ୍ରାମବାସୀ..

ବନ୍ୟପ୍ରାଣୀଙ୍କ ଦ୍ୱାରା ମୃତାହତଙ୍କ ପାଇଁ ଅନୁକମ୍ପା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ..

ବନ୍ୟପ୍ରାଣୀ ଆକ୍ରମଣରେ ମୃତ୍ୟୁ ହେଲେ ମିଳିବ ୬ ଲକ୍ଷ ଟଙ୍କା..

ଆସନ୍ତା ୯ରେ ବାତ୍ୟା! .. ଓଡ଼ିଶା ପାଇଁ ସତର୍କ ସୂଚନା ନାହିଁ – ଆଇଏମଡି ଡିଜି..

ଝାରସୁଗୁଡ଼ା ବିଜେପି ଜିଲ୍ଲା ସଭାପତି ମଙ୍ଗଳ ସାହୁଙ୍କ ବିଜେଡିରେ ଯୋଗଦାନ..

ନୂଆଦିଲ୍ଲୀ : ୨୪ ଘଣ୍ଟାରେ ଦେଶରେ ଆଉ ୩,୭୨୦ ଆକ୍ରାନ୍ତ ଚିହ୍ନଟ.. ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୦,୧୭୭କୁ ବୃଦ୍ଧି..

ଆଜି କାଳବୈଶାଖୀ ପ୍ରଭାବରେ ବର୍ଷା ଓ ପବନ, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ..

ରାଜ୍ୟରେ ୪ ରୁ ୫ ଦିନ ବିଭିନ୍ନ ଜିଲାରେ କାଳବୈଶାଖୀ ସମ୍ଭାବନା.. ଏନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ ପକ୍ଷରୁ ଆଜି ସୂଚନା ମିଳିଛି..

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories