www.samajalive.in
Saturday, December 6, 2025
26.1 C
Bhubaneswar

ଜନ୍ମମାଟିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ମୟୁରଭଞ୍ଜ : ରାଷ୍ଟ୍ରପତିଙ୍କ ୩ ଦିନିଆ ମୟୁରଭଞ୍ଜ ଗସ୍ତ। ଜନ୍ମମାଟିରେ ଗୁରୁବାର ପହଞ୍ଚି ସାରଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ହେବା ପରେ ଏହା ଦ୍ରୌପଦୀ ମୁର୍ମୁଙ୍କ ପ୍ରଥମ ମୟୁରଭଞ୍ଜ ଗସ୍ତ। ହେଲିପ୍ୟାଡରେ ଓହ୍ଲାଇବା ପରେ ରାଷ୍ଟ୍ରପତିଙ୍କୁ କରାଯାଇଛି ସ୍ୱାଗତ ସମ୍ବର୍ଦ୍ଧନା। ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଛନ୍ତି ପ୍ରଫେସର ଗଣେଶୀ ଲାଲ। କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ମଧ୍ୟ ସ୍ୱାଗତ କରିଛନ୍ତି। ବାଦାମପାହାଡ ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇଛନ୍ତି ରାଷ୍ଟ୍ରପତି। ହେଲିପ୍ୟାଡରୁ ଓହ୍ଲାଇବା ପରେ ଉପସ୍ଥିତ ଲୋକଙ୍କ ଅଭିବାଦନ ଗ୍ରହଣ କରିଛନ୍ତି। ହେଲିପ୍ୟାଡରେ ଓହ୍ଲାଇବା ପରେ ସ୍ୱତନ୍ତ୍ର କାର୍‌‌କେଡ୍‌‌ରେ ପାହାଡପୁର ଅଭିମୁଖେ ରାଷ୍ଟ୍ରପତି।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories