www.samajalive.in
Saturday, December 6, 2025
23.1 C
Bhubaneswar

ରେଳ ଧାରଣାରେ କଟି ବୃଦ୍ଧଙ୍କ ମୃତ୍ୟୁ

ରେଙ୍ଗାଲି : ସମ୍ବଲପୁରରୁ ଝାରସୁଗୁଡାକୁ ସଂଯୋଗ କରୁଥିବା ରେଳ ଧାରଣାରେ କଟି ଗତକାଲି ସକାଳ ପ୍ରାୟ ୬ଟା ସମୟରେ ଭକ୍ତ ଭୋଇ (୭୦) ନାମକ ବୃଦ୍ଧଙ୍କ ଶୋଚନୀୟ ମୃତ୍ୟୁ ଘଟିଛି। ରେଳବାଇ ପୁଲିସ ସୁତ୍ରରୁ ଏନେଇ ଖବର ମିଳିଛି। ମୃତ ଭକ୍ତ ଭୋଇ ଶାସନ ଥାନା ଅନ୍ତର୍ଗତ ନୁଆଁଖୁରିଗାଁର ବାସିନ୍ଦା ବୋଲି ଜଣାପଡିଛି । ଦୁର୍ଘଟଣାର ଖବର ପାଇ ରେଳବାଇ ପୁଲିସ ଘଟଣା ସ୍ଥଳକୁ ପହଞ୍ଚି ଶବ ଉଦ୍ଧାର କରି ପଞ୍ଚନାମା ପରେ ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଜାରି ରଖିଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories