ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର
ଜନ୍ମମାଟିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ..
ରାଷ୍ଟ୍ରପତି ହେବା ପରେ ଦ୍ରୌପଦୀ ମୁର୍ମୁଙ୍କ ପ୍ରଥମ ମୟୁରଭଞ୍ଜ ଗସ୍ତ..
ରାଷ୍ଟ୍ରପତିଙ୍କୁ ସ୍ୱାଗତ କଲେ ପ୍ରଫେସର ଗଣେଶୀ ଲାଲ..
ନୂଆଦିଲ୍ଲୀ : ଭାରତୀୟ ସେନା ବାହିନୀର ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ..
ଜମ୍ମୁ-କାଶ୍ମୀର କିସ୍ତିୱାର ନିକଟରେ କ୍ରାସ୍ ହୋଇଥିବା ସୂଚନା.. ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟରରେ ୨ ରୁ ୩ ଜଣ ଥିବା ସୂଚନା..
ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ ଆଉ ୩ ହଜାର ୯୬୨ ନୂଆ ଆକ୍ରାନ୍ତ ଚିହ୍ନଟ.. ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୬,୨୪୪ କୁ ବୃଦ୍ଧି..
Comments are closed.