www.samajalive.in
Monday, December 8, 2025
20.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଶ୍ରୀଜଗନ୍ନାଥ ମନ୍ଦିର ଚତୁଃପାର୍ଶ୍ୱରେ ୩୦ ମଠ ପୁନଃରୁଦ୍ଧାର ଏବଂ ସୌନ୍ଦର୍ଯ୍ୟକରଣ ପାଇଁ ଅନୁମତି ଦେଲା ଜାତୀୟ ଐତିହ୍ୟ ପ୍ରାଧିକରଣ.. ସେଥିରୁ ୧୩ ମଠ ନିୟନ୍ତ୍ରିତ ଅଞ୍ଚଳ ଏବଂ ୨୭ ମଠ ନିଷିଦ୍ଧ ଅଞ୍ଚଳରେ ରହିଛି.. ଏହା ବ୍ୟତୀତ ଅଭ୍ୟର୍ଥନା ପ୍ରକୋଷ୍ଠ ଏବଂ ମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ନିର୍ମାଣ ପାଇଁ ଅନୁମତି ମିଳିଛି..

ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ଅଞ୍ଚଳର ବିକାଶ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଦିଆଯାଇଥିବା ଯୋଜନାକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି.. ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି..

- Advertisement -

ଅଗ୍ରଣୀ ଇଲେକ୍ଟ୍ରିକ୍ ଦୁଇ ଚକିଆ ଯାନ ନିର୍ମାତା ଓଲା ଇଲେକ୍ଟ୍ରିକ୍, ହିରୋ ମୋଟୋକର୍ପ, ଆଥର ଏନର୍ଜି ଏବଂ ଟିଭିଏସ୍ ମୋଟର କମ୍ପାନୀ ଇଭି ଅଫ୍ ବୋର୍ଡ ଚାର୍ଜର ପାଇଁ ପୃଥକ ଭାବରେ ବିଲ୍ ହୋଇଥିବା ଅର୍ଥ ଫେରସ୍ତ କରିବାକୁ ଯୋଜନା କରୁଛନ୍ତି.. ଫେରସ୍ତ ହେବାକୁ ଥିବା ଏହି ଅର୍ଥର ପରିମାଣ ପ୍ରାୟ ୨୮୭ କୋଟି ବୋଲି ଜଣାପଡ଼ିଛି..

ଜନ୍ମମାଟିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ.. ରାଷ୍ଟ୍ରପତି ହେବା ପରେ ଦ୍ରୌପଦୀ ମୁର୍ମୁଙ୍କ ପ୍ରଥମ ମୟୁରଭଞ୍ଜ ଗସ୍ତ.. ରାଷ୍ଟ୍ରପତିଙ୍କୁ ସ୍ୱାଗତ କଲେ ପ୍ରଫେସର ଗଣେଶୀ ଲାଲ..

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଶାମୁକ୍ତ ଓଡ଼ିଶା ଗଠନ ପାଇଁ ଆହ୍ୱାନ ଦେଇଛନ୍ତି.. ରାଷ୍ଟ୍ରପତି ସାତପଉଟିଆ ସ୍ଥିତ ବ୍ରହ୍ମକୁମାରୀ କେନ୍ଦ୍ରରେ ନିଶାମୁକ୍ତ ଅଭିଯାନର ଶୁଭାରମ୍ଭ କରି କହିଛନ୍ତି, ନିଶାପାନ ଜଣେ ବ୍ୟକ୍ତି ପାଇଁ ଅଭିଶାପ.. ଅର୍ଦ୍ଧଚେତନ ବ୍ୟକ୍ତି କେବେ ହେଲେ ଠିକ୍‌‌ ନିଷ୍ପତ୍ତି ନେଇପାରିବ ନାହିଁ..

ଭାରତୀୟ ସେନା ବାହିନୀର ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ.. ଜମ୍ମୁ-କାଶ୍ମୀର କିସ୍ତିୱାର ନିକଟରେ କ୍ରାସ୍‌‌ ହୋଇଥିବା ସୂଚନା.. ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟରରେ ୨ ରୁ ୩ ଜଣ ଥିବା ସୂଚନା..

ଦେଶରେ ୨୪ ଘଣ୍ଟାରେ ଆଉ ୩ ହଜାର ୯୬୨ ନୂଆ ଆକ୍ରାନ୍ତ ଚିହ୍ନଟ.. ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୬,୨୪୪ କୁ ବୃଦ୍ଧି..

Hot this week

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

Related Articles

Popular Categories