www.samajalive.in
Sunday, December 14, 2025
19.1 C
Bhubaneswar

କୋଇଲା ଉତ୍ପାଦନ ବୃଦ୍ଧିକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

ଡେସ୍କ: ଗତ ପାଞ୍ଚ ବର୍ଷ ମଧ୍ୟରେ ଭାରତର ଘରୋଇ କୋଇଲା ଉତ୍ପାଦନ ୨୨ ପ୍ରତିଶତରୁ ଅଧିକ ବୃଦ୍ଧି ପାଇଛି। କୋଇଲା ମନ୍ତ୍ରଣାଳୟ କହିଛି ଯେ ଦେଶର ସାମଗ୍ରିକ କୋଇଲା ଉତ୍ପାଦନରେ ୨୦୨୨-୨୩ ଆର୍ଥିକ ବର୍ଷରେ ୮୯୩.୦୮ ମିଲିୟନ୍ ଟନ୍ ବୃଦ୍ଧି ଘଟିଛି ଯାହା ୨୦୧୮-୧୯ ଆର୍ଥିକ ବର୍ଷରେ ୭୨୮.୭୨ ମିଲିୟନ୍ ଟନ୍ ତୁଳନାରେ ପ୍ରାୟ ୨୨.୬ ପ୍ରତିଶତ ଅଭିବୃଦ୍ଧି ହୋଇଛି। ମନ୍ତ୍ରଣାଳୟର ପ୍ରାଥମିକତା ହେଉଛି କୋଇଲା ଆମଦାନୀ ଉପରେ ନିର୍ଭରଶୀଳତା ହ୍ରାସ କରିବା ପାଇଁ ଘରୋଇ କୋଇଲା ଉତ୍ପାଦନ ବୃଦ୍ଧି କରିବା।


ଏହାକୁ ପ୍ରଶଂସା କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ଟୁଇଟ୍ କରି କହିଛନ୍ତି, ଏହି କ୍ଷେତ୍ର ତଥା ଭାରତର ସାମଗ୍ରିକ ଅର୍ଥନୈତିକ ପ୍ରଗତି ପାଇଁ ବହୁତ ଭଲ ଖବର।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories