www.samajalive.in
Sunday, December 7, 2025
16.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ ଆଉ ୩,୬୧୧ ନୂଆ ସଂକ୍ରମିତ ଚିହ୍ନଟ.. ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୩,୨୩୨ରେ ପହଞ୍ଚିଛି..

ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶିମିଳିପାଳ  ପରିଦର୍ଶନ ..

- Advertisement -

ଆଜି ବୁଦ୍ଧ ପୂର୍ଣ୍ଣିମା : ଗୌତମ ବୁଦ୍ଧଙ୍କ ଜନ୍ମ, ବୁଦ୍ଧତ୍ବ ପ୍ରାପ୍ତ ଓ ଆଜିର ଦିନରେ ମଧ୍ୟ ନିର୍ବାଣ ପ୍ରାପ୍ତ ହୋଇଥିଲେ..

ସୋରରେ ଆଜି ସକାଳୁ ମର୍ମନ୍ତୁଦ ସଡକ ଦୁର୍ଘଟଣା : ୨ ମୃତ,୨ ଗୁରୁତର..

ଆଇପିଏଲରେ ଆଜି ଜୟପୁରର ସୱାଇ ମାନସିଂହ ଷ୍ଟାଡ଼ିୟମରେ ରାଜସ୍ଥାନ ରୟାଲ୍‌ସ ଓ ଗୁଜରାଟ ଟାଇଟାନ୍‌ସ ମଧ୍ୟରେ ମୁକାବିଲା..

ଭୁବନେଶ୍ୱର : ସମଲିଙ୍ଗୀ ବିବାହକୁ ଜଗତଗୁରୁ ଶଙ୍କରାଚାର୍ୟ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କ ବିରୋଧ.. ଏହା ଭ୍ରଷ୍ଟାଚାର.. ମାନସିକ ବିକୃତି..

ସର୍ବୋଚ୍ଚ ନ୍ୟାୟାଳୟ ଏହାକୁ ସ୍ଵୀକୃତି ନଦେବାକୁ ଶଙ୍କରାଚାର୍ୟ୍ୟଙ୍କ ପରାମର୍ଶ..ସମଲିଙ୍ଗୀ ବିବାହ ଶାସ୍ତ୍ର ସମ୍ମତ ନୁହେଁ..

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories