www.samajalive.in
Thursday, December 11, 2025
15.1 C
Bhubaneswar

ଜଳ ସମ୍ପଦ ବିଭାଗୀୟ ଯନ୍ତ୍ରୀ ହରଭଙ୍ଗୀ ନଦୀବନ୍ଧ ପରିଦର୍ଶନ

ଗଜପତି: ଗୁରୁବାର ଗଜପତି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟ ଭରା ହରଭଙ୍ଗୀ ଜଳଭଣ୍ଡାରକୁ ଜଳସମ୍ପଦ ବିଭାଗୀୟ ବହୁ ଉଚ୍ଚ ପଦସ୍ଥ ପଦାଧିକାରୀମାନେ ପରିଦର୍ଶନ କରିଛନ୍ତି। ବହୁ ପୁରାତନ ନଦୀବନ୍ଧ ର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟ କରଣ ଚାଲିଥିବା ବେଳେ ଉନ୍ନୟନ କାମର ସମୀକ୍ଷା କରିଛନ୍ତି ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ନଗେନ୍ଦ୍ର ନାଥ ମହାରଣା। ଏହି ଅବସରରେ ବନ୍ସିଧାରା ଓ ନାଗାବଳୀ ଅବବାହିକା ଅଧିନରେ ଥିବା ସମସ୍ତ ଅଧିକ୍ଷଣ ଯନ୍ତ୍ରୀ ଯୋଗଦେଇଥିଲେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories