www.samajalive.in
Sunday, December 7, 2025
16.1 C
Bhubaneswar

ବିଶ୍ଵ ପ୍ରସିଦ୍ଧ ପୁରୀ ରଥଯାତ୍ରା : ପୌର ସଦନରେ ଚାଲିଛି ବୈଠକ

ପୁରୀ : ବିଶ୍ଵ ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଶନିବାର ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଧ୍ୟକ୍ଷତାରେ ପୌର ସଦନରେ ପ୍ରସ୍ତୁତି ବୈଠକ ଆରମ୍ଭ ହୋଇଛି।ଏହି ବୈଠକରେ ନଗର ଉନ୍ନୟନ ଓ ଗୃହ ନିର୍ମାଣ ମନ୍ତ୍ରୀ ଉଷା ଦେବୀ, ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ଗ୍ରାମ ଉନ୍ନୟନ ମନ୍ତ୍ରୀ ପ୍ରୀତି ରଞ୍ଜନ ଘଡେ଼ଇ, ଗୃହ ରାଷ୍ଟ୍ର ମନ୍ତ୍ରୀ ତୁଷାରକାନ୍ତି ବେହେରା, ବିଦ୍ୟାଳୟ ଏବଂ ଗଣ ଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ, ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ, ଶ୍ରୀ ଜଗନ୍ନାଥ ମନ୍ଦିର ମୁଖ୍ୟ ପ୍ରଶାସନ ରଞ୍ଜନ ଦାସ, ଜିଲାପାଳ ସମର୍ଥ ବର୍ମା, ଆରକ୍ଷୀ ଅଧିକ୍ଷକ କନ୍ଵର ବିଶାଳ ସିଂହ ବୈଠକରେ ଉପସ୍ଥିତ ଅଛନ୍ତି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories