www.samajalive.in
Tuesday, December 9, 2025
17.1 C
Bhubaneswar

ଟି-୨୦ ମ୍ୟାଚର ଦିନେ ପୂର୍ବରୁ ବଦଳିଲା ଷ୍ଟାଡିୟମର ନାମ

ଲକ୍ଷ୍ନୌ : ଦୀର୍ଘ ୨୪ ବର୍ଷ ପରେ ଉତ୍ତରପ୍ରଦେଶ ଲକ୍ଷ୍ନୌ ଠାରେ ଅର୍ନ୍ତଜାତୀୟ କ୍ରିକେଟ ମ୍ୟାଚ ଅନୁଷ୍ଠିତ ହେବାକୁ ଯାଉଛି। ମ୍ୟାଚ ପୂର୍ବରୁ ରାଜ୍ୟରେ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ଇକାନା ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଥିବା ଏହି ମ୍ୟାଚ ପୂର୍ବରୁ ଷ୍ଟାଡିୟମର ନାମ ବଦଳାଯାଇଛି। ବର୍ତ୍ତମାନ ଏହି ଷ୍ଟାଡିୟମର ନାମ ଭାରତ ରତ୍ନ ସ୍ୱର୍ଗତ ଅଟଳ ବିହାରୀ ବାଜପାୟୀଙ୍କ ନାମରେ ନାମିତ କରାଯାଇଛି। ଏହାକୁ ଉତ୍ତରପ୍ରଦେଶ ରାଜ୍ୟପାଳ ରାମ ନାଇକ ମୋହର ଦେଇ ସାରିଛନ୍ତି।
ସୂଚନାଯୋଗ୍ୟ ଯେ, ଲକ୍ଷ୍ନୌରେ ୧୯୯୪ରେ ଭାରତ-ଶ୍ରୀଲଙ୍କା ଟେଷ୍ଟ ମ୍ୟାଚ ଅନୁଷ୍ଠିତ ହୋଇଥିଲା। ଅଟଳ ବିହାରୀ ବାଜପାୟୀ ଷ୍ଟାଡିୟମରେ ୫୦ହଜାର ଦର୍ଶକ ମ୍ୟାଚ ଦେଖିବାର ବ୍ୟବସ୍ଥା କରାଯାଇଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories