www.samajalive.in
Sunday, December 14, 2025
26.1 C
Bhubaneswar

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପୂର୍ବତନ ସମିତିସଭ୍ୟଙ୍କୁ ନିର୍ମମ ହତ୍ୟା

କାମାକ୍ଷାନଗର- କାମାକ୍ଷାନଗର ଥାନା ଅନ୍ତର୍ଗତ ଦିଘୀ ଗ୍ରାମରେ ପଞ୍ଚାୟତର ପୂର୍ବତନ ସମିତିସଭ୍ୟଙ୍କୁ ହତ୍ୟା । ରବିବାର ବିଳମ୍ବିତ ରାତିରେ କେତେକ ଯୁବକ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ପୂର୍ବତନ ସମିତିସଭ୍ୟ ସର୍ବେଶ୍ୱର ରାଉତଙ୍କୁ ନିର୍ମମ ଭାବେ ହତ୍ୟା କରିଥିବାର ଅଭିଯୋଗ ହୋଇଛି । ଦିଘୀ ପଞ୍ଚାୟତର ପୂର୍ବତନ ସମିତିସଭ୍ୟ ସର୍ବେଶ୍ୱର ରାଉତ ବିଳମ୍ବିତ ରାତିରେ ଘରକୁ ଫେରୁଥିଲେ ।

ଫେରିବା ସମୟରେ ଗ୍ରାମ ନିକଟରେ ୭ ରୁ ୮ ଜଣ ଯୁବକ ସର୍ବେଶ୍ୱର ଙ୍କୁ ଆକ୍ରମଣ କରିଥିଲେ । ଫଳରେ ସର୍ବେଶ୍ୱର ଙ୍କର ମୁଣ୍ଡ, ଦେହ ଓ ଗୋଡ଼ରେ ଆଘାତ ଲାଗି ଗୁରୁତର ହୋଇ ପଡ଼ିଥିଲେ । ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିଛାଳୟରେ ଭର୍ତି କରାଯାଇଥିଲା । ସେଠାରେ ଡାକ୍ତର ମୃତ ଘୋଷଣା କରିଛନ୍ତି । ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରି ପ୍ରାଥମିକ ସ୍ତରରେ ୩ ଜଣଙ୍କୁ ଅଟକ ରଖିଛି ।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories