www.samajalive.in
Friday, December 12, 2025
15.1 C
Bhubaneswar

ଆଜି ନବୀନ-ନୀତୀଶ ଭେଟ !

ଭୁବନେଶ୍ବର : କେନ୍ଦ୍ରରେ ବିଜେପି ବିରୋଧୀ ମେଣ୍ଟ ପ୍ରୟାସରେ ଥିବା ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଆଜି  (ମଙ୍ଗଳବାର) ଓଡ଼ିଶା ଆସୁଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସେ ଭେଟିବାର କାର୍ଯ୍ୟକ୍ରମ ରହିଛି। ଦିନ ପ୍ରାୟ ୧୨ଟାରେ ନୀତୀଶ ନବୀନ ନିବାସ ଆସି ନବୀନଙ୍କୁ ଭେଟିବେ ବୋଲି ଜଣାପଡ଼ିଛି। ୨୦୨୪ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ବିଜେପି ବିରୋଧୀ ମେଣ୍ଟ ପାଇଁ ନୀତୀଶ କୁମାର ପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ସମାଜବାଦୀ ପାର୍ଟିର ନେତା ଅଖିଳେଶ ଯାଦବ, ବାମପନ୍ଥୀ ନେତା ସୀତାରାମ ୟେଚୁରୀ ଓ ଡି. ରାଜାଙ୍କୁ ସାକ୍ଷାତ କରିସାରିଛନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories