www.samajalive.in
Friday, December 12, 2025
26.1 C
Bhubaneswar

ମଧ୍ୟାହ୍ନ ଭୋଜନ ପାଚିକା ସଂଘର ୯ ଦଫା ଦାବି

ପାଟଣା: ପାଚିକା ସଂଘ ତରଫରୁ ୯ ଦଫା ଦାବି ନେଇ ଶିକ୍ଷାମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଇଓଙ୍କୁ ଦାବି ପତ୍ର ପ୍ରଦାନ କରାଯାଇଛି। ପାଟଣା ବ୍ଲକ ପାଚିକା ସଂଘ ପକ୍ଷରୁ ସଭାନେତ୍ରୀ କୋକିଳ ମହାନ୍ତ, ସଂପାଦିକା ନିରୂପମା ମହାନ୍ତଙ୍କ ନେତ୍ୱତ୍ବ ପାଟଣା ଡାକବଙ୍ଗଳା ନିକଟରୁ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ପହଞ୍ଚି ବିଇଓଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ପ୍ରମୁଖ ଦାବି ମଧ୍ୟରେ ମାସକୁ ୨୬ ହଜାର ଟଙ୍କା ଦରମା, ୧୦ ମାସ ବଦଳରେ ୧୨ ମାସର ଦରମା, ବର୍ଷକୁ ୨ ଖଣ୍ଡ ଶାଢ଼ୀ ସହ ବକେୟା ୨୮ ମାସର ଦରମା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଛନ୍ତି।

Hot this week

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

Related Articles

Popular Categories