www.samajalive.in
Wednesday, December 10, 2025
23.1 C
Bhubaneswar

ଯୋଗାଣ ବିଭାଗ ପକ୍ଷରୁ ଟେଣ୍ଡର କମିଟିର ବୈଠକ

ସମ୍ବଲପୁର: ସମ୍ବଲପୁର ଜିଲାପାଳଙ୍କ କାର୍ଯ୍ୟାଳୟରେ ମଙ୍ଗଳବାର ପୂର୍ବାହ୍ନରେ ଧାନ ସଂଗ୍ରହ ପୂର୍ବରୁ ଯୋଗାଣ ବିଭାଗ ପକ୍ଷରୁ କଣ୍ଟ୍ରାକ୍ଟର ଓ ହେଣ୍ଡେଲିଂ କଣ୍ଟ୍ରାକ୍ଟର ଚୟନ ପାଇଁ ଟେଣ୍ଡର କମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଟେଣ୍ଡର କମିଟିର ଚେୟାରମେନ ତଥା ଭାରପ୍ରାପ୍ତ ଜିଲାପାଳ ଉମାକାନ୍ତ ରାଜ, କମିଟି ସଦସ୍ୟ ଜିଲା ମୁଖ୍ୟ ଯୋଗାଣ ଅଧିକାରୀ, ଜିଲା ଆଞ୍ଚଳିକ ପରିବହନ ଅଧିକାରୀ, ଜିଲା ଶିଶୁ ମଙ୍ଗଳ ଅଧିକାରୀ, ଜିଲା ଶ୍ରମ ଅଧିକାରୀ ପ୍ରମୁଖ ଉପସ୍ଥିତ ରହିଥିଲେ। ବୈଠକରେ ଜିଲା ପାଇଁ ଶ୍ରମିକ କଣ୍ଟ୍ରାକ୍ଟର ଓ ହେଣ୍ଡେଲିଂ କଣ୍ଟ୍ରାକ୍ଟର ଚୟନ ପ୍ରକ୍ରିୟାରେ ଭାଗ ନେଉଥିବା ସମସ୍ତ ଆଶାୟୀ କଣ୍ଟ୍ରାକ୍ଟର ମାନେ ଯୋଗ ଦେଇଥିଲେ।

Hot this week

ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ଉପରେ ସମୀକ୍ଷା

ଭୁବନେଶ୍ୱର: ଖାରବେଳ ଭବନରେ ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ସମ୍ବନ୍ଧୀୟ ଏକ...

ଅନିଲ ଅମ୍ବାନୀଙ୍କ ପୁଅ ବିରୋଧରେ ମାମଲା

ନୂଆଦିଲ୍ଲୀ: ଏକ ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବିଶିଷ୍ଟ ଶିଳ୍ପପତି...

ଆସନ୍ତା ୧୩ ରୁ ସପ୍ତାହାନ୍ତରେ ଦିନ ସାରା ଖୋଲା ରହିବ ବିଡିଏ ପାର୍କ

ଭୁବନେଶ୍ୱର : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହାର ପାର୍କଗୁଡ଼ିକର ଖୋଲା...

ମାନବାଧିକାର : ଜୀବନର ଆବଶ୍ୟକତା

ମିଳିତ ଜାତିସଂଘ ଆନୁକୂଲ୍ୟରେ ୨୦୨୫ ମସିହାର ମାନବ ଅଧିକାର ଦିବସ (ଡିସେମ୍ବର...

ମହାନଦୀ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ

ଭୁବନେଶ୍ଵର : ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗଦ୍ଵାରା ମାନ୍ୟବର...

Related Articles

Popular Categories