www.samajalive.in
Saturday, December 6, 2025
16.1 C
Bhubaneswar

କର୍ଣ୍ଣାଟକରେ ୨୨୪ ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ/ବେଙ୍ଗାଲୁରୁ/ପାଣାଜୀ: କର୍ଣ୍ଣାଟକରେ ୨୨୪ ଆସନ ପାଇଁ ଆଜି ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏଥିରେ ପ୍ରାୟ ୫ କୋଟି ୨୧ ଲକ୍ଷ ୭୩ ଲକ୍ଷ ମତଦାତା ସେମାନଙ୍କ ମତଦାନ ଅଧିକାର ସାବ୍ୟସ୍ତ କରିବେ। ଏଥିପାଇଁ ୫୮ ହଜାର ୨୮୨ଟି ମତଦାନ କେନ୍ଦ୍ର ସ୍ଥାପନ ହୋଇଛି। ପ୍ରଥମ ଥର ୮୦ବର୍ଷରୁ ଅଧିକ ଓ ଭିନ୍ନକ୍ଷମ ମତଦାତାଙ୍କୁ ଘରୁ ମତଦାନ କରିବାର ଅଧିକାର ପାଇଛନ୍ତି। ତିନି ପ୍ରମୁଖ ଦଳ ବିଜେପି ସମସ୍ତ ୨୨୪, କଂଗ୍ରେସ ୨୨୩ ଓ ଜେଡି(ଏସ୍‌) ୨୦୯ଟି ଆସନରେ ପ୍ରାର୍ଥୀ ଦେଇଛନ୍ତି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଭିନ୍ନ ଭିନ୍ନ ଦୂରତ୍ବ ପାଇଁ କମ୍ପାନୀ ନେବେ ଏତିକି ଟଙ୍କା

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories